ରାଜ୍ୟରେ ଓମିକ୍ରନ୍‌ ଚିହ୍ନଟ ପରେ  ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ

omicron

0 2

ଭୁବନେଶ୍ବର: ରାଜ୍ୟରେ ଦୁଇ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ସରକାରଙ୍କ  ଚିନ୍ତା ବଢ଼ିଯାଇଛି। ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ସରକାର ଲୋକସେବା ଭବନରେ ଆରମ୍ଭ ହୋଇଛି ବୈଠକ

ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ରହିବା ନେଇ ସୂଚନା ଖବର ଅନୁଯାୟୀ, ରାଜ୍ୟରେ ଆଜି ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଜଣେ ନାଇଜେରିଆ ଏବଂ ଅନ୍ୟଜଣେ କତାରରୁ ଫେରିଥିଲେ ପଜିଟିଭ ଚିହ୍ନଟ ପରେ ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଥିବା ଜଣାପଡିଛି

ଓଡିଶାରେ ପଶିଲା ଓମିକ୍ରନ ପଡୋଶୀ ରାଜ୍ୟଗୁଡିକ ପରେ ଏବେ ଓଡିଶାରେ ଓମିକ୍ରନ ଭ୍ୟାରିଆଣ୍ଟ ଚିହ୍ନଟ ହୋଇଛି ଉଭୟ ସଂକ୍ରମିତ ବିଦେଶ ଫେରନ୍ତା ଅଟନ୍ତି ଜଣେ ନାଇଜେରିଆରୁ ଫେରିଥିବାବେଳେ ଅନ୍ୟ ଜଣେ କାତାରରୁ ଫେରୁଥିବା ଜଣାପଡିଛି ସେମାନଙ୍କ ଜିନମ ସିକ୍ବେନ୍ସିଂ ପରେ ଓମିକ୍ରନ ଭ୍ୟାରିଆଣ୍ଟ ଚିହ୍ନଟ ହୋଇଛି ଏନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି ଏଥିସହ ଏବେ ସୁଦ୍ଧା ଜଣଙ୍କ ସାମ୍ପୁଲ ଜିନମ୍ ସିକ୍ବେନ୍ସିଂ ପାଇଁ ପଠାଯାଇଛି

Leave A Reply

Your email address will not be published.