ଦେଶରେ ବଢ଼ୁଛି ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା

omcron

1 6

 ନୂଆଦିଲ୍ଲୀ: ଉପରମୁହାଁ ହେଉଛି କରୋନା ସଂକ୍ରମଣ କାୟା ମେଲାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦିନକୁ ଦିନ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ରୁତ ଗତିରେ ବ୍ୟାପୁଥିବାରୁ ଦେଶବାସୀଙ୍କ ମନରେ ଛନକା ପଶିଛି କିପରି ଓମିକ୍ରନର ମୁକାବିଲା କରିହେବ, ଏଥିପାଇଁ ସରକାର ବିଭିନ୍ନ ପ୍ରକାର ପଦକ୍ଷପ ନେଉଛନ୍ତି, ତଥାପି ସବୁ କଟକଣାକୁ ଭେଦ କରି ଓମିକ୍ରନ ଦ୍ରୁତ ଗତିରେ ସଂକ୍ରମଣ କରିବାରେ ଲାଗିଛି

ଏହାରି ଭିତରେ ଦେଶରେ ୨୭ରାଜ୍ୟ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ ପଶି ତା କାୟା ବିସ୍ତାର କରିବାରେ ଲାଗିଛି ଦେଶରେ ୩ହଜାର ପାର୍ କରିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ସୁଦ୍ଧା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୬୨୩କୁ ଛୁଇଁଛି

 ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସବୁଠୁ ଅଧିକ ରହିଛି ମହାରାଷ୍ଟ୍ରରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ପାର୍ କରିଛି ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ରେ ପହଞ୍ଚିଛି ଦିଲ୍ଲୀରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୧୩, କେରଳରେ ୩୩୩, ଗୁଜୁରାଟରେ ୨୦୪, ରାଜସ୍ଥାନରେ ୩୭୩, ତେଲେଙ୍ଗାନାରେ ୧୨୩, ତାମିଲନାଡୁରେ ୧୮୫, ହରିଆଣାରେ ୧୨୩, ଓଡିଶାରେ ୭୫ରହିଛି  

1 Comment
  1. Maryt says

    Excellent insights! Your breakdown of the topic is clear and concise. For further exploration, I recommend visiting: READ MORE. Keen to hear everyone’s opinions!

Leave A Reply

Your email address will not be published.